• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ରବିବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୧୧ ଗତେ ବିଛା, ତିଥି- ୧୨ଶୀ ପ୍ରାତଃ ୦୭.୧୩ ଗତେ ୧୩ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aquarius

କୁମ୍ଭ

Sunday 10 Dec 2023

ଧନିଷ୍ଠା- ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇପାରନ୍ତି । କର୍ମକ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ । ବ୍ୟବସାୟିକ ସ୍ଥିତି ଅନୁକୁଳ ରହିବ ।

ଶତଭିଷା- ରାଜନୀତିରେ ସତ୍ୟବାଦି ହେବେ । ବନ୍ଧୁଙ୍କ ଠାରୁ ସହାୟତା ପାଇ ପାରନ୍ତି । ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ ।

ପୂ,ଭାଦ୍ରପଦ- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳାମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇପାରନ୍ତି ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :