• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ରବିବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୧୧ ଗତେ ବିଛା, ତିଥି- ୧୨ଶୀ ପ୍ରାତଃ ୦୭.୧୩ ଗତେ ୧୩ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Pisces

ମୀନ

Sunday 10 Dec 2023

ପୂ,ଭାଦ୍ରପଦ- ବେପାର, ବାଣିଜ୍ୟରୁ ସୁଫଳ ପାଇବେ । କିଣାବିକା ବ୍ୟବସାୟ ଲାଗି ଦିନଟି ଭଲ ରହିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇପାରନ୍ତି ।

ଉ,ଭାଦ୍ରପଦ- ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ । ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । କ୍ୟାରିୟର ପାଇଁ ଅଧିକ ଚିନ୍ତାଗ୍ରସ୍ତ ହେବେ ।

ରେବତୀ- ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଗାଡ଼ିମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । ମୂଲ୍ୟବାନ୍ ଜିନିଷ ଚୋରି ହେବା ସମ୍ଭାବନା ରହିଛି ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :