• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ରବିବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୧୧ ଗତେ ବିଛା, ତିଥି- ୧୨ଶୀ ପ୍ରାତଃ ୦୭.୧୩ ଗତେ ୧୩ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Gemini

ମିଥୁନ

Sunday 10 Dec 2023

ମୃଗଶିରା- ପାରିବାରିକ ଜୀବନ ଶାନ୍ତିରେ କଟିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ମାନସିକ ଦୁଃଚିନ୍ତା ଲାଗି ରହିବ ।

ଆଦ୍ରା- ଛାତ୍ରଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଆପଣଙ୍କର ଆତ୍ମବିଶ୍ୱାସ ଦେଖି କର୍ତ୍ତୁପକ୍ଷ ଖୁସି ହେବେ । ରାଜନୀତିରେ ଆଦର ସମ୍ମାନ ପାଇବେ । ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ ।

ପୁନର୍ବସୁ- କୋର୍ଟ କଚେରୀ ମାମଲାରେ ଜୟଯୁକ୍ତ ହେବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଚଞ୍ଚଳ ମନ ଯୋଗୁ କୌଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :