• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ରବିବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୧୧ ଗତେ ବିଛା, ତିଥି- ୧୨ଶୀ ପ୍ରାତଃ ୦୭.୧୩ ଗତେ ୧୩ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Libra

ତୁଳା

Sunday 10 Dec 2023

ଚିତ୍ରା- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।

ସ୍ୱାତୀ- ଛାତ୍ରଛାତ୍ରୀଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । ସାମ୍ବାଦିକ ମାନେ ଲକ୍ଷ ହାସଲ କରିବା ଦିଗରେ ଆଗେଇବେ । ରାଜନିତିରେ ଯଥେଷ୍ଟ ଲାଭ ପାଇବେ ।

ବିଶାଖା- ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :