• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ରବିବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୧୧ ଗତେ ବିଛା, ତିଥି- ୧୨ଶୀ ପ୍ରାତଃ ୦୭.୧୩ ଗତେ ୧୩ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Scorpio

ବିଛା

Sunday 10 Dec 2023

ବିଶାଖା- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

ଅନୁରାଧା- ଅଫିସ୍ କାର୍ଯ୍ୟରେ ଡେରି ହୋଇପାରେ । ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ ।

ଜ୍ୟେଷ୍ଠା- ଶତୃମାନେ ପରାଜିତ ହେବେ ଏବଂ ସରକାରୀ ସହୟତା ପାଇବେ । ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ । ଆବଶ୍ୟକୀୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିପାରନ୍ତି ।

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :