• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ରବିବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୧୧ ଗତେ ବିଛା, ତିଥି- ୧୨ଶୀ ପ୍ରାତଃ ୦୭.୧୩ ଗତେ ୧୩ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Sunday 10 Dec 2023

ମୂଳା- କର୍ମକ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ ଭଉଣୀଙ୍କ ସହଯୋଗ ପାଇବେ ।

ପୂ,ଷାଢା- ରାଜନୀତିରେ ଆର୍ଥିକ ଲାଭ ମିଳିପାରେ । ଚାକିରିରେ ପଦୋନ୍ନତିର ଯୋଗ ରହିଅଛି । ଘରେ ଖୁସିର ମାହୋଲ୍ ରହିବ । କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ।

ଉ,ଷାଢା- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :