• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Dec 2023: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବ..

ସୈାର ବିଛା ମାସ  ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ରବିବାର । ଚନ୍ଦ୍ର- ତୁଳା ନିଶାନ୍ତ ୦୬.୧୧ ଗତେ ବିଛା, ତିଥି- ୧୨ଶୀ ପ୍ରାତଃ ୦୭.୧୩ ଗତେ ୧୩ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ମେଷ ରାଶିର, ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ପ୍ରାତଃ ୦୭.୧୩ ଗତେ ୧ ପାଦ-କୃଷିହାନି-ଭୂମିଦାନ ଦିବା ୧୧.୪୮ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Capricorn

ମକର

Sunday 10 Dec 2023

ଉ,ଷାଢା- ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସମ୍ଭାବନା ଅଧିକ ରହିଛି । ଜୀବନସାଥିଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ ।

ଶ୍ରବଣା- ଚାକିରି କ୍ଷେତ୍ରରେ କୂଟନିତୀ ପଦାରେ ପଡି ଯିବାର ଭୟ ରହିଛି । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ ।

ଧନିଷ୍ଠା- ନୂତନ ବସ୍ତ୍ର ଅଳଙ୍କାର ପାଇଁ ମନ ବଳାଇ ପାରନ୍ତି । ପୈତୃକ ସମ୍ପତିରୁ ଲାଭ ମିଳିପାରେ । ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :