ସୈାର ବିଛା ମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର ।ଚନ୍ଦ୍ର- ମୀନ ଅହୋରାତ୍ର,ତିଥି- ୧୦ମୀ ରାତ୍ରି ୦୩.୪୩ ଗତେ ୧୧ଶୀ,ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର,ଘାତବାର- ମକର ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ଭୂମିଦାନ ।
ଉ,ଫଳଗୁନି- ରୋଗରୁ ରକ୍ଷା ପାଇପାରିବେ । ବୃତ୍ତିରେ ଉନ୍ନତି ଆଣିବା ପାଇଁ ଅନେକ ସୁଯୋଗ ଉପଭୋଗ କରିବେ । ଆପଣଙ୍କର ପ୍ରେମ ଜୀବନ ଅଧିକ ରୋମାଞ୍ଚକର ହେବ । ସକରାତ୍ମକ ଫଳାଫଳ ଅନୁଭବ କରିବେ
ହସ୍ତା- ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ । ଆପଣ ଏକ ନୂତନ କାର୍ୟ୍ୟ ଆରମ୍ଭ କରିବେ । ଉଚ୍ଚଶିକ୍ଷାକୁ ପ୍ରାଥମିକତା ଦେବେ । ଆପଣଙ୍କର ଆୟ ବୃଦ୍ଧି କରିବାର ଅନେକ ସମ୍ଭାବନା ରହିଛି
ଚିତ୍ରା- ଆପଣଙ୍କ ସାଥୀଙ୍କୁ ଅଧିକ ସମର୍ଥନ କରନ୍ତୁ । ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର୍ୟ୍ୟ କରିବା ଉଚିତ । ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫