• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th February 2023: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ପାଇବେ

ସୈାର ମକର ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର। ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୪ର୍ଥୀ ପ୍ରାତଃ ୦୭.୫୮ ଗତେ ୫ମୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ବିଛା , ଧନୁ ଓ ମୀନ ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Friday 10 Feb 2023

ଅଶ୍ୱନୀ- ପଡୋଶୀ କିମ୍ବା ସହକର୍ମୀ ଅଥବା ଭାଇଭଉଣୀଙ୍କ ଶ୍ରଦ୍ଧାନରକ୍ତ ହୋଇପାରନ୍ତି। ନିକଟ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ପ୍ରାପ୍ତିର ଆଶା ରଖିପାରନ୍ତି। କର୍ମକ୍ଷେତ୍ରରେ ମଧ୍ୟ ସମ୍ମାନ ଲାଭ ଓ ପଦମର‌୍ୟ୍ୟଦା ବୃଦ୍ଧି ପାଇବ।

କୃତିକା- ବୈବସାୟିକ ସ୍ଥିତି ଭଲ ରହିବା ସହ ପରିବହନରେ ଲାଭବାନ ହେବେ । ଚିନ୍ତା ଓ ଯୋଜନା ସହ ପ୍ରତ୍ୟେକ କାର‌୍ୟ୍ୟକୁ ସମ୍ମାନର ସହ କରିପାରିବେ । ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭକରି ଖୁସୀ ହେବେ।

ଦ୍ୱିଜା- ଯାନବାହାନରେ ସତର୍କତା ଅବଲମ୍ବନ କରିବା ଭଲ । ଚାହୁଁ ନ ଥିବା କିଛି କାମ ପରିସ୍ଥିତିରେ ପଡ଼ି କରିବେ। ଅଫିସ୍ରେ ମିଠାକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ। ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ।

ପ୍ରତିକାର - ପ୍ରଭୁ ଜଗନ୍ନାଥଙ୍କର ଦର୍ଶନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :