ସୈାର ମକର ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶୁକ୍ରବାର। ଚନ୍ଦ୍ର – କନ୍ୟା ଅହୋରାତ୍ର,ତିଥି – ୪ର୍ଥୀ ପ୍ରାତଃ ୦୭.୫୮ ଗତେ ୫ମୀ ଘାତ ଚନ୍ଦ୍ର – ବୃଷ ଅହୋରାତ୍ର,ଘାତ ବାର- ବିଛା , ଧନୁ ଓ ମୀନ ,ପୁଷ୍କର ଦୋଷ – ନାସ୍ତି ।