• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Febryary 2025: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ,ମିଳିବ ଖୁସି ଖବର

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଦିବା ୧୧.୫୭ ଗତେ କର୍କଟ,ତିଥି- ୧୩ଶୀ ସନ୍ଧ୍ୟା ୦୬.୫୭ ଗତେ ୧୪ଶୀ,ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୧.୫୭ ପର୍ଯ୍ୟନ୍ତ, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୦ ପର୍ଯ୍ୟନ୍ତ

Pisces

ମୀନ

Monday 10 Feb 2025

ପୂ,ଭାଦ୍ରପଦ- ଭୁଲ୍ ବୁଝାମଣାରୁ ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିପାରେ । ଆର୍ଥିକ ସ୍ଥିତି ଭଲ ରହିଥିବାରୁ କାମଗୁଡ଼ିକ ସମ୍ପନ୍ନ କରିବାରେ ଅସୁବିଧା ରହିବ ନାହିଁ।

ଉ,ଭାଦ୍ରପଦ- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା ହେତୁ ସାମୟିକ ଚିନ୍ତା ଉଦ୍ରେକ ହୋଇପାରେ । ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ ।

ରେବତୀ- ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :