• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Febryary 2025: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ,ମିଳିବ ଖୁସି ଖବର

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଦିବା ୧୧.୫୭ ଗତେ କର୍କଟ,ତିଥି- ୧୩ଶୀ ସନ୍ଧ୍ୟା ୦୬.୫୭ ଗତେ ୧୪ଶୀ,ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୧.୫୭ ପର୍ଯ୍ୟନ୍ତ, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୦ ପର୍ଯ୍ୟନ୍ତ

Leo

ସିଂହ

Monday 10 Feb 2025

ମଘା- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ଲୋକପ୍ରିୟତା ରହିଥିବାରୁ କଠିନତର କାମକୁ ମଧ୍ୟ ସହଜରେ କରିପାରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ କାର‌୍ୟ୍ୟହାସଲ ପୂର୍ବକ ଉପକୃତ ହେବେ।

ପୂ,ଫାଲଗୁନି- କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ସତ କହିବାକୁ କଦାପି ପଛେଇ ରହି ପାରିବେ ନାହିଁ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନ, ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କଳା, ସାହିତ୍ୟ, ନୃତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ

ଉ,ଫାଲଗୁନି- ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ବନ୍ଧୁ ପରିଜନଙ୍କ ସହିତ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ ।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :