• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Febryary 2025: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ,ମିଳିବ ଖୁସି ଖବର

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଦିବା ୧୧.୫୭ ଗତେ କର୍କଟ,ତିଥି- ୧୩ଶୀ ସନ୍ଧ୍ୟା ୦୬.୫୭ ଗତେ ୧୪ଶୀ,ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୧.୫୭ ପର୍ଯ୍ୟନ୍ତ, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୦ ପର୍ଯ୍ୟନ୍ତ

Libra

ତୁଳା

Monday 10 Feb 2025

ଚିତ୍ରା- ସ୍ବାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ସୃଷ୍ଟି କରିପାରେ। ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ପାରିବାରିକ କ୍ଷେତ୍ରରେ ସହମତି ଭିତ୍ତିରେ କାମ କରିବା ଭଲ।

ସ୍ୱାତୀ- ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ଅଫିସ୍ କାମରେ ଅବହେଳା ଦେବାକୁ ପଡ଼ିପାରେ।

ବିଶାଖା- ଅପୂରଣୀୟ ଆଶା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି। ସବୁ କିଛି ଭୁଲି ଅନ୍ୟମାନଙ୍କୁ ଆପଣେଇନେବେ। କଥା ଓ କାମରେ ଫରକ ରହିଲେ ମଧ୍ୟ ମୁହଁ ସାମ୍ନାରେ କହିପାରିବେ ନାହିଁ।

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :