• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th Febryary 2025: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ,ମିଳିବ ଖୁସି ଖବର

ମକର ମାସ ମାଘ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ସୋମବାର । ଚନ୍ଦ୍ର- ମିଥୁନ ଦିବା ୧୧.୫୭ ଗତେ କର୍କଟ,ତିଥି- ୧୩ଶୀ ସନ୍ଧ୍ୟା ୦୬.୫୭ ଗତେ ୧୪ଶୀ,ଘାତଚନ୍ଦ୍ର- କନ୍ୟା ରାଶିର ଦିବା ୧୧.୫୭ ପର୍ଯ୍ୟନ୍ତ, ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ସନ୍ଧ୍ୟା ୦୬.୦୦ ପର୍ଯ୍ୟନ୍ତ

Scorpio

ବିଛା

Monday 10 Feb 2025

ବିଶାଖା- ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ନିଜ ପରିସରରେ କୌଣସି ସାଧାରଣ ଘଟଣାକୁ କେନ୍ଦ୍ରକରି ମନ ଅଶାନ୍ତ ରହିବ। ଆଜିର କାମ ସବୁ ଠିକ୍ ଠିକ୍ ହୋଇଯିବ।

ଅନୁରାଧା- ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ

ଜ୍ୟେଷ୍ଠା- ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବା ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :