• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ଦିବା ୦୯.୦୧ ଗତେ ସିଂହ,ତିଥି - ୩ୟା ଦିବା ୧୨.୦୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଦିବା ୦୯.୦୧ ଗତେ କର୍କଟ, ମକର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ।

Aquarius

କୁମ୍ଭ

Tuesday 10 Jan 2023

ଧନିଷ୍ଠା- ସ୍ୱାସ୍ଥ୍ୟକୁ ନେଇ ସାମାନ୍ୟ ଚିନ୍ତା ଦେଖାଦେଇ ପାରେ । କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ପାରିବାରିକ ଜୀବନରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବେ । ଦାମ୍ପତ୍ୟ ଜୀବନରେ ସମ୍ପର୍କରେ ଉନ୍ନତି ଆସିବ

ଶତଭିଷା- ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । କୌଣସି ଅତ୍ୟାବଶ୍ୟକ ଜିନିଷ ଖର୍ଚ୍ଚ ପାଇଁ ଟଙ୍କା ଖର୍ଚ୍ଚ ହୋଇପାରେ । ପରିସ୍ଥିତି ବହୁତ ଭଲ ହେବାକୁ ଲାଗିବ । ଶିକ୍ଷାରେ ଭଲ କରିବା ପାଇଁ ଅନେକ ଚାପରେ ରହିପାରନ୍ତି ।

ପୂ, ଭାଦ୍ରପଦ- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଓକିଲାତି ଓ ପରିଚାଳନା ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିବା ପାଇଁ ଚେଷ୍ଟା କରିବେ ।

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :