• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ଦିବା ୦୯.୦୧ ଗତେ ସିଂହ,ତିଥି - ୩ୟା ଦିବା ୧୨.୦୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଦିବା ୦୯.୦୧ ଗତେ କର୍କଟ, ମକର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ।

Gemini

ମିଥୁନ

Tuesday 10 Jan 2023

ମୃଗଶିରା- ମାନସିକ ସ୍ତରରେ ଉନ୍ନତି ଆସିବ । ବୈାବାହିକ ଜୀବନରେ ସାମାନ୍ୟ ଅସୁବିଧା ଦେଖାଦେଇପାରେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି । ଅଧ୍ୟୟନ ପ୍ରତି ଉତ୍ସାର୍ଗୀକୃତ ହୋଇ ଏକାଗ୍ରତ ସହିତ ସବୁକିଛି କରିବେ ।

ଆଦ୍ରା- ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ । ସକାରତ୍ମକ ଶକ୍ତିରେ ପୂର୍ଣ୍ଣ ରହିବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ ।

ପୁନର୍ବସୁ- ଅନ୍ୟ ରାଜ୍ୟକୁ ବ୍ୟପାର କରିବାକୁ ଯାଇ ପାରନ୍ତି । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :