• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ଦିବା ୦୯.୦୧ ଗତେ ସିଂହ,ତିଥି - ୩ୟା ଦିବା ୧୨.୦୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଦିବା ୦୯.୦୧ ଗତେ କର୍କଟ, ମକର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ।

Cancer

କର୍କଟ

Tuesday 10 Jan 2023

ପୁନର୍ବସୁ- ଆପଣଙ୍କର ମାନସିକ ଚାପ କିଛି ପରିମାଣରେ ନିୟନ୍ତ୍ରଣରେ ରହିବ । କର୍ମକ୍ଷେତ୍ରରେ ଅଧିକ ଯତ୍ନବାନ ହେବାକୁ ପଡିବ। ଅବିବାହିତଙ୍କୁ ଯୁବକ ଯୁବତୀ ମାନଙ୍କୁ କୈାଣସି ସମାରୋହରେ ଜୀବନସାଥି ମିଳିପାରେ ।

ପୁଷ୍ୟା- ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ସଙ୍ଗୀତ କ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି । ଭାତୃ ସଂପର୍କରେ ଉନ୍ନତି ଘଟିବ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।

ଅଶ୍ଳେଷା- ବିବାହିତଙ୍କ ପାଇଁ ଦିନଟି ଶୁଭ ରହିବ । ଉପାର୍ଜନ ପାଇଁ ନୂଆ ପ୍ରସ୍ତୁତ ଯୋଜନା କରିବେ । ଉତମ ସମୟର ଲାଭ ଉଠାଇ ପାରିବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :