• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ଦିବା ୦୯.୦୧ ଗତେ ସିଂହ,ତିଥି - ୩ୟା ଦିବା ୧୨.୦୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଦିବା ୦୯.୦୧ ଗତେ କର୍କଟ, ମକର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ।

Leo

ସିଂହ

Tuesday 10 Jan 2023

ମଘା- ସମସ୍ତ ଶାରୀରିକ ସମସ୍ୟାରୁ ମୁକ୍ତି ପାଇବା ସହିତ ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ନିଜ ମନ ଅନୁଯାୟୀ କର୍ମ କରିବାର ସ୍ୱାଧିନତା ପାଇବେ । ବୈଦେଶିକ ବ୍ୟବସାୟରୁ ଲାଭବାନ୍ ହେବେ । ପିଲାମାନଙ୍କ ସହିତ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

ପୂ- ଫାଲ୍‌ଗୁନୀ- ଦାମ୍ପତ୍ୟ ଜୀବନରେ ଖୁସି ରହିବା ସହିତ ସାମଞସ୍ୟ ବଜାୟ ରହିବ। ନୂତନ ଭାବରେ ଭୂମି ବା ଗୃହ କ୍ରୟ କରିପାରନ୍ତି । ଛାତ୍ରଛାତ୍ରୀ ମାନେ ନିଜର ଜୀବନ ଶୈଳିରେ ପରିବର୍ତନ ଆଣି ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ ।

ଉ- ଫାଲ୍‌ଗୁନୀ- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । କ୍ରୀଡା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଗୁରୁତ୍ୱପୂର୍ଣ୍ଣ ଲୋକଙ୍କ ସହ ସାକ୍ଷାତ ହେବ । ସବୁ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବେ ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :