• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ଦିବା ୦୯.୦୧ ଗତେ ସିଂହ,ତିଥି - ୩ୟା ଦିବା ୧୨.୦୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଦିବା ୦୯.୦୧ ଗତେ କର୍କଟ, ମକର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ।

Virgo

କନ୍ୟା

Tuesday 10 Jan 2023

ଉ- ଫାଲ୍‌ଗୁନୀ- ଦୁର୍ଘଟଣାର ଶିକାର ହୋଇ ପାରନ୍ତି । ବ୍ୟବସାୟରେ କିଛି ନୂତନ ଚୁକ୍ତି ପତ୍ର ସମ୍ପାଦନା କରିପାରନ୍ତି । ଅତ୍ୟଧିକ କାର‌୍ୟ୍ୟ ଭାରର ଚାପ ଆପଣଙ୍କୁ ପ୍ରଭାବିତ କରିପାରେ । ପରିବାରରେ ନୂତନ ସଦର୍ଶଙ୍କର ଆଗମନ ହୋଇପାରେ ।

ହସ୍ତା- ଅବିବାହିତ ଯୁବକ ଯୁବତୀ ମାନେ ନିଜ ମନ ପସନ୍ଦର ଜୀବନ ସାଥୀ ଚୟନ କରିବେ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି । ସଫଳତା ଶୀର୍ଷରେ ପହଞ୍ଚାଇବା ପାଇଁ ସଂଘର୍ଷ ଜାରି ରଖିବେ ।

ଚିତ୍ରା- ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । ନିଜ ଲୋକଙ୍କ ବେଖାତିରି ମନୋଭାବ ମାନସିକ ଅଶାନ୍ତିର କାରଣ ହୋଇପାରେ । ଆଇନ ସହୟତା ସାଙ୍ଗକୁ ବିଦେଶ ଯାତ୍ରା କରିବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :