• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ଦିବା ୦୯.୦୧ ଗତେ ସିଂହ,ତିଥି - ୩ୟା ଦିବା ୧୨.୦୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଦିବା ୦୯.୦୧ ଗତେ କର୍କଟ, ମକର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ।

Libra

ତୁଳା

Tuesday 10 Jan 2023

ଚିତ୍ରା- ଯେକୌଣସି ପ୍ରକାରର ସ୍ୱାସ୍ଥ୍ୟ ସମସ୍ୟାକୁ ଅବହେଳା କରିବା ପାଇଁ ବାଧ୍ୟ ହୋଇପଡିବେ । କର୍ମକ୍ଷେତ୍ରରେ ଆଦାନ ପ୍ରଦାନ ପାଇଁ ଏକ ସୁଯୋଗ ଆସିପାରେ। ପରିବାରରରେ ଶାନ୍ତି ପୂର୍ଣ୍ଣ ପରିବେଶ ସୃଷ୍ଟି କରିବା ପାଇଁ ଚେଷ୍ଟା କରିବେ ।

ସ୍ୱାତୀ- ପତୀ ପତ୍ନୀଙ୍କ ସମ୍ପର୍କରେ ଉନ୍ନତି ଆସିବ। ସରକାରି କ୍ଷେତ୍ରରୁ ମଧ୍ୟ କିଛି ଆର୍ଥିକ ସହୟତା ମିଳିପାରେ । ଶିକ୍ଷାର୍ଥୀ ମାନେ ଶିକ୍ଷକଙ୍କର ପରାମର୍ଶ ମାନି ଅଗ୍ରସର ହେବେ ।

ଇିଶାଖା -ଧୈର‌୍ୟ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :