• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ଦିବା ୦୯.୦୧ ଗତେ ସିଂହ,ତିଥି - ୩ୟା ଦିବା ୧୨.୦୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଦିବା ୦୯.୦୧ ଗତେ କର୍କଟ, ମକର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ।

Scorpio

ବିଛା

Tuesday 10 Jan 2023

ବିଶାଖା- ହଜମ ପ୍ରକ୍ରିୟା, ସ୍ନାୟୁ ସମସ୍ୟାରେ ହଇରାଣ ହୋଇପାରନ୍ତି । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ । ପରିବାରରେ ଚାଲିଥିବା ସମସ୍ତ ପ୍ରକାର ବାଦ ବିବାଦର ସମାଧାନ କରିବେ ଓ ପତୀ ପତ୍ନୀଙ୍କ ସମ୍ପର୍କରେ ଉନ୍ନତି ଆଣିବେ ।

ଅନୁରାଧା- କ୍ୟାରିୟର ଦୃଷ୍ଟିରୁ ବହୁତ ଭଲ ଫଳାଫଳ ପାଇବେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ । ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ ।

ଜ୍ୟୋଷ୍ଠା- ଦୂର ସ୍ଥାନକୁ ଯିବାର ସୁଯୋଗ ପାଇବେ । ନିଦ୍ଧିଷ୍ଟ କାର‌୍ୟ୍ୟରେ କୃତକାର‌୍ୟ୍ୟ ହେବେ । ଭଲକଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଆଣିବେ । ଆଶା କରିଥିବା ଦିଗରୁ ଅର୍ଥ ଓ ସମ୍ମାନ ମିଳିବ ।

ପ୍ରତିକାର – ହନୁମାନଙ୍କ ପୂଜା ସହ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :