• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ଦିବା ୦୯.୦୧ ଗତେ ସିଂହ,ତିଥି - ୩ୟା ଦିବା ୧୨.୦୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଦିବା ୦୯.୦୧ ଗତେ କର୍କଟ, ମକର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ।

Capricorn

ମକର

Tuesday 10 Jan 2023

ଉ, ଷାଢା- ଶାରୀରିକ କ୍ଲେଶ ଦ୍ୱର ହେବା ସହିତ ପୁରାତନ ରୋଗର ଉପସମ ମିଳିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ନ ପାଇ ଆପଣଙ୍କୁ କିଛି ନିରାଶାର ସମ୍ମୁଖୀନ ହେବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଯୋଜନା ଆଣିବେ ।.

ଶ୍ରବଣା- ଭାଇ ଭଉଣୀଙ୍କର ସମ୍ପର୍କରେ ଉନ୍ନତି ଆଣିବେ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ। ସଞ୍ଚିତ ଅର୍ଥ ଖର୍ଚ୍ଚ ହେବାର ଯୋଗ ରହିଛି ।. ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଶ୍ରେୟ ହାସଲ କରିବେ ।

ଧନିଷ୍ଠା- ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ

ପ୍ରତିକାର – ମାଆ ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :