Daily Horoscope 10th January 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କିଣିବାର ଯୋଗ ରହିଛି

ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ମଙ୍ଗଳବାର । ଚନ୍ଦ୍ର – କର୍କଟ ଦିବା ୦୯.୦୧ ଗତେ ସିଂହ,ତିଥି - ୩ୟା ଦିବା ୧୨.୦୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଦିବା ୦୯.୦୧ ଗତେ କର୍କଟ, ମକର,ଘାତ ବାର – ମକର,ପୁଷ୍କର ଦୋଷ – ୧ପାଦ - କୃଷିହାନି- ଭୂମିଦାନ ।

Aries

ମେଷ

Tuesday 10 Jan 2023

ଅଶ୍ୱନୀ- ପେଟରେ କୈାଣସି ରୋଗ ହେବାର ଲକ୍ଷଣ ଦେଖା ଦେଇପାରେ । ପୁରୁଣା କମ୍ପାନୀକୁ ଛାଡି ନୂଆ କମ୍ପାନୀରେ ଯୋଗ ଦେବାକୁ ନିଷ୍ପତି ନେଇପାରନ୍ତି । ପରିବାର ସଦସ୍ୟ ମାନଙ୍କ ଭିତରେ ସମନ୍ୱୟ ଭଲ ରହିବ । ଜୀବନ ସାଥୀଙ୍କ ସହିତ ବୁଲିବା ପାଇଁ ଯାଇପାରନ୍ତି ।

କୃତିକା- ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । ଛାତ୍ରମାନେ ଶିକ୍ଷା ସମ୍ବନ୍ଧୀୟ ସୂଚନା ମଧ୍ୟ ପାଇବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।

ଦ୍ୱିଜା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :