• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Aries

ମେଷ

Monday 10 Jul 2023

ଅଶ୍ୱନୀ - ସୁସ୍ବାଦୁ ଭୋଜନର ସୁଯୋଗ ମିଳିବ। ଆଜିର କାମରେ ନିଶ୍ଚିତ ସଫଳତା ମିଳିବ । କୌଣସି ବ୍ୟକ୍ତି ଲୋକଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି।

ଦ୍ୱିଜା - ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଦୁଃଖ ଦେଇପାରେ, କିନ୍ତୁ କିଛି କହିପାରିବେ ନାହିଁ।

କୃତିକା - ବାଣିଜ୍ୟରେ ଉନ୍ନତି କରିବେ,କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି । ବନ୍ଧୁଙ୍କ ଜରିଆରେ ବକେୟା ଅର୍ଥ ପାଇବେ । କୌଣସି ବିଶିଷ୍ଟବ୍ୟକ୍ତିଙ୍କ ସାହାଯ୍ୟରୁ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ ।

ପ୍ରତିକାର - ଓଁ ହଂ ଅଂ ଅଙ୍ଗାରକାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :