• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Taurus

ବୃଷ

Monday 10 Jul 2023

କୃତିକା - କଠିନ ପରିଶ୍ରମ ଦେହଟା ଟିକିଏ ଭଲ ଲାଗି ନପାରେ । ପାରିବାରିକ ସମସ୍ୟା କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି । କେତେକ ନୂତନ ସୁବିଧା ପାଇ ମନ ହାଲୁକା ହୋଇଯିବ। ବିଶ୍ୱସ୍ତ ଲୋକଠାରୁ ଭୁଲ୍ ଖବର ପାଇ ବିବ୍ରତ ହେବାକୁ ପଡ଼ିପାରେ ।

ରୋହିଣୀ -  ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ସମସ୍ୟାବହୁଳ ରହିବ। ପ୍ରତିବନ୍ଧକ ମଧ୍ୟରେ କେତେକ ସ୍ଥଗିତ କାମ ସକାଶେ ଚିନ୍ତିତ ରହିପାରନ୍ତି । ଅଫିସରେ ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ ।

ମୃଗଶିରା - ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି ।

ପ୍ରତିକାର – ଗାଈକୁ  ଦୁବ ଘାସ ନିଜ ହାତରେ ଖୁଆଇ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :