• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Monday 10 Jul 2023

ପୂ, ଭାଦ୍ରପଦ  -  ପ୍ରତ୍ୟୁଷ ଯାତ୍ରା ଓ ନୂତନ କର୍ମାରମ୍ଭ ପ୍ରୀତିପଦ ରହିବ। ନୂତନ ବନ୍ଧୁ ସମ୍ପର୍କ ଏକ ଗୁରୁତ୍ୱପୂର୍ଣ୍ଣ କାମକୁ ସାକାର କରିବାରେ ସାହାଯ୍ୟ କରିବ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି।

ଉ, ଭାଦ୍ରପଦ-ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସଫଳତା ହାସଲ କରିବେ। ଧାତୁ, ଅଳଙ୍କାର କିମ୍ବା ମୂଲ୍ୟବାନ ଗୃହୋପକରଣ କ୍ରୟ କରିପାରନ୍ତି। ଅପରିଚିତ ବ୍ୟକ୍ତିକୁ ବିଶ୍ୱାସ କରି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ।

ରେବତୀ- ପୂର୍ବ ସମସ୍ୟାର ସମାଧାନ, ଆର୍ଥିକ ଉନ୍ନତି, ପାରିବାରିକ ସୌଖ୍ୟ ଲାଭ ଯୋଗ ରହିଛି। ସମ୍ପର୍କୀୟ ଜଣେ ବନ୍ଧୁ ଘରୋଇ ସମସ୍ୟା ସମାଧାନରେ ସାହାଯ୍ୟର ପ୍ରତିଶ୍ରୁତି ଦେବେ। 

ପ୍ରତିକାର – ଗୌର ବର୍ଣ୍ଣର ବ୍ରାହ୍ନଣଙ୍କର ସେବା କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :