• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Monday 10 Jul 2023

ମୃଗଶିରା - ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଥିଲେ ମଧ୍ୟ ସମ୍ପୂର୍ଣ୍ଣ ଭଲ ହୋଇ ନ ଥିବାରୁ ବ୍ୟସ୍ତତା ଅନୁଭବ କରିବେ।

ଆଦ୍ରା -ବନ୍ଧୁଙ୍କ ସାହାଯ୍ୟରେ ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ପ୍ରତିଦ୍ୱନ୍ଦ୍ୱିତା ନ କରି ଆଲୋଚନା ମଧ୍ୟରେ କାମ କରିବା ଭଲ ହେବ।

ପୁନର୍ବସୁ - ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇପାରନ୍ତି।

ପ୍ରତିକାର – ବୁଧଙ୍କର ମନ୍ତ୍ର “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଜପ କରନ୍ତୁ । 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :