• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Monday 10 Jul 2023

ପୁନର୍ବସୁ - କର୍ମକ୍ଷେତ୍ରରେ ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି ।

ପୁଷ୍ୟା - ନୀରବରେ ବସି ରହିଲେ ସମସ୍ୟାରେ ଛନ୍ଦି ହେବାକୁ ପଡ଼ିପାରେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ । ଆନୁଷ୍ଠାନିକ କାମରେ ସୁଯୋଗ ପାଇ ଆନନ୍ଦିତ ହୋଇପାରନ୍ତି ।

ଅଶ୍ଳେଷା - କୌଣସି ସମସ୍ୟା କାମକୁ ଅଟକାଇ ପାରିବନାହିଁ । ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ। ଛୋଟ କଥାକୁ କେନ୍ଦ୍ରକରି ନିଜ ଲୋକଙ୍କ ସହ ଯୁକ୍ତିତର୍କ ଠିକ୍ ହେବନାହିଁ ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :