• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Monday 10 Jul 2023

ମଘା - ପାରିବାରିକ ଅଶାନ୍ତି ଜନିତ ମାନସିକ ଅସୁସ୍ଥତାକୁ ବଢ଼ାଇଦେଇପାରେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜିର କାମ କରିବାରେ ସଫଳତା ପାଇବେ। ଇଚ୍ଛା ଅନୁଯାୟୀ କାମଗୁଡ଼ିକ ହେବା କାରଣରୁ ମାନସିକ ସ୍ଥିରତା ରହିବ।

ପୂ- ଫାଲ୍‌ଗୁନୀ - ତଥାପି ବହୁ ଦିନରୁ ଅଟକି ରହିଥିବା କାର୍ଯ୍ୟଟି ଆକସ୍ମିକ ଭାବରେ ସମାଧାନ ହୋଇଯିବ । ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ।

ଉ- ଫାଲ୍‌ଗୁନୀ - ଆର୍ଥିକ ସ୍ଥିତି ପୂର୍ବପରି ଲାଗି ରହିବା କାରଣରୁ ଧାର, କରଜ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଘର ପାଇଁ ହେଉ କିମ୍ବା ବନ୍ଧୁ ପାଇଁ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ।

ପ୍ରତିକାର – ବିଷ୍ଣୁ ଉପାସନା କରିବ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :