• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Monday 10 Jul 2023

ଉ- ଫାଲ୍‌ଗୁନୀ - ଭୁଲ୍ ବୁଝାମଣା ହେତୁ ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦ ଉପୁଜିପାରେ। ବ୍ୟବସାୟ, ପରିବହନ, ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ। ଆଶା ପୂରଣ ହେତୁ ମାନସିକ ସ୍ଥିତି ପ୍ରାୟତଃ ଠିକ୍ ରହିବ ।

ହସ୍ତା - ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ଭଲ ରହିବ । ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବିଭିନ୍ନ ଦିଗରୁ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ ।

ଚିତ୍ରା - ଆଜି ଟିକିଏ କଥାରେ କ୍ରୋଧ ପ୍ରକାଶ କରି ପରିବେଶକୁ ଗମ୍ଭୀର କରିଦେଇପାରନ୍ତି । କର୍ମକ୍ଷେତ୍ରକୁ ଯିବା ବାଟରେ ଅପ୍ରିୟ ସତ୍ୟ କହିବା ସମସ୍ୟା ସୃଷ୍ଟିର କାରଣ ହୋଇପାରେ ।

ପ୍ରତିକାର -  ଛୋଟପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :