• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Monday 10 Jul 2023

ଚିତ୍ରା - କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଖୁସି ରହିବେ। ସନ୍ତାନଙ୍କ ବିବାହ ସମସ୍ୟା ନେଇ ପରିବାରରେ ଦୁଶ୍ଚିନ୍ତା ବଢ଼ିପାରେ।

ସ୍ୱାତୀ- ଅର୍ଥ ସମ୍ପର୍କକୁ ନେଇ ବିବାଦ ଦେଖାଦେବ। ବ୍ୟକ୍ତି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ପାଇବେ। କଳା, ସଙ୍ଗୀତ, ସାହିତ୍ୟ ଚର୍ଚ୍ଚା, ସଭାସମିତି, ତର୍କ ବିତର୍କ ଆଲୋଚନାରେ ଭାଗ ନେଇ ପ୍ରଶଂସିତ ହେବେ।

ବିଶାଖା - ବିଶେଷ ଖର୍ଚ୍ଚାନ୍ତ ହେବା କାରଣରୁ ମନ ଭଲ ରହି ନ ପାରେ। ସାଧାରଣ କଥାକୁ ନେଇ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହେବାର ଆଶଙ୍କା ରହିଛି।

ପ୍ରତିକାର – କିଛି ଦହି ମିଶ୍ରି ଓ ଅରୁଆ ଚାଉଳ ନେଇ ମନ୍ଦିରରେ ଦାନ ଦେଇ ଦିଅନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :