• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Monday 10 Jul 2023

ବିଶାଖା - ଆପଣଙ୍କର କୌଣସି କାମ ଅଟକିବ ନାହିଁ ଏବଂ ବିଭିନ୍ନ ଦିଗରୁ ଲାଭ କରିବା ସହ ଅନୁକୂଳ ବାତାବରଣରୁ ଖୁସି ରହିବେ। ବାଣିଜ୍ୟ, ଯାନ୍ତ୍ରିକ ଶିଳ୍ପ ଓ ପରିବହନରେ ଆଶାନୁରୂପ ଫଳ ପାଇବେ।

ଅନୁରାଧା - ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ପ୍ରଶାସନିକ ସ୍ତରରେ ଓ ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବଢ଼ିବ। ଆଗାମୀ ସମୟକୁ ଆଖିଆଗରେ ରଖି କାମ କରନ୍ତୁ, ସବୁକିଛି ଠିକ୍ ହୋଇଯିବ।

ଜ୍ୟୋଷ୍ଠା- ଶତ୍ରୁ ଚେଷ୍ଟା କଲେ ମଧ୍ୟ କ୍ଷତି କରିପାରିବେ ନାହିଁ। ପଦାଧିକାରୀଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ଅସମର୍ଥ ହୋଇପାରନ୍ତି।

ପ୍ରତିକାର –“ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ” ପାଠ କରନ୍ତୁ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :