• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Monday 10 Jul 2023

ମୂଳା - ବ୍ୟବସାୟ ସମ୍ପର୍କିତ ସମସ୍ୟା ମଧ୍ୟାହ୍ନରେ ଦୂର ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ଅବଲମ୍ବନ ପୂର୍ବକ କାମ କରିବା ଭଲ ହେବ। ବନ୍ଧୁଙ୍କ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।

ପୂ, ଷାଢା - ଆଜିର ଯାତ୍ରାର ଲକ୍ଷ୍ୟ ପୂରଣ ହେବ କିନ୍ତୁ ବ୍ୟସ୍ତତା ବଢ଼ିଯିବ। ଅବହେଳିତ କାମ କିମ୍ବା ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି । 

ଉ,  ଷାଢା - ସନ୍ତାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ସକାଶେ ବିଶେଷ ଚିନ୍ତା କରିବାକୁ ପଡ଼ିପାରେ। ସାଧାରଣ କଥାକୁ କେନ୍ଦ୍ରକରି ମାନସିକ ସ୍ଥିତି ବିଗିଡ଼ି ଯାଇପାରେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ଥିବା ଆଶା ମନରେ ଦୁଃଖ ଦେଇପାରେ ।

ପ୍ରତିକାର – ଓଁ ହ୍ରୀଂ କ୍ଳୀଂ ହଂ ବୃହସ୍ପତୟେ ନମଃ ମନ୍ତ୍ରକୁ ପାଠ କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :