• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ପ୍ରଚୁର ଧନ ଲାଭ ହୋଇପାରେ

ସୈାର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ  ସୋମବାର, ଚନ୍ଦ୍ର – ମୀନ ଅହୋରାତ୍ର, ତିଥି – ୮ମୀ ସନ୍ଧ୍ୟା ୦୬.୪୪ ଗତେ ୯ମୀ, ଘାତ ଚନ୍ଦ୍ର – ଧନୁ ରାଶିର ସନ୍ଧ୍ୟା ୦୬.୫୯ ଗତେ ମେଷ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Monday 10 Jul 2023

- ଏକାଧିକ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବ୍ୟବସାୟ କ୍ଷେତ୍ରରେ ଲାଭାଶଂ ବୃଦ୍ଧି ପାଇବ।

ଶତଭିଷା - କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଜମିଜମା କାରବାର, ନିର୍ମାଣ, ପ୍ରଶାସନ, ଗଣଯୋଗାଯୋଗ କ୍ଷେତ୍ରରେ ଉନ୍ନତ ଫଳ ପାଇବେ।

ପୂ,  ଭାଦ୍ରପଦ- ଯେତେ ପ୍ରତିବନ୍ଧକ ଆସିଲେ ମଧ୍ୟ ଦୃଢ଼ତାର ସହ କାମ ହାସଲରେ ସମର୍ଥ ହେବେ। ସଭାସମିତିରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ।

ପ୍ରତିକାର – କୋଇଲା ଖଣ୍ଡ ନେଇ କୌଣସି ଧର୍ମ ସ୍ଥାନରେ ଦେଇଦିଅନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :