• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ୪ର୍ଥୀ ପ୍ରାତଃ ୦୭.୫୨ ଗତେ ୫ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Wednesday 10 Jul 2024

ଅଶ୍ୱିନୀ- ପାରିବାରିକ ଦୃଷ୍ଟି କୋଣରୁ ମନ ଖୁସି ରହିବ । ଅନ୍ୟମାନଙ୍କଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରିବାର ମଉକା ମିଳିବ । କର୍ମକ୍ଷେତ୍ରରେ ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।

ଦ୍ୱିଜା- ଚାକିରି କରୁଥିବା ବ୍ୟକ୍ତିଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । ନୂତନ ସ୍ଥାନ ଓ ନୂତନ ଲୋକଙ୍କ ସଂସ୍ପର୍ଶରେ ଆସିବେ ।

କୃତିକା- ଆଲୋଚନା କାଳରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଶ୍ଚିନ୍ତର କାରଣ ହୋଇପାରେ। ସାମାଜିକ ସ୍ତରରେ ବନ୍ଧୁମାନଙ୍କ ଦ୍ୱାରା କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :