• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ୪ର୍ଥୀ ପ୍ରାତଃ ୦୭.୫୨ ଗତେ ୫ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Wednesday 10 Jul 2024

କୃତିକା- ବ୍ୟବସାୟରେ ଲାଭବାନ୍ ହେବେ । ସାଂସାରିକ ଜୀବନରେ ଚିନ୍ତିତ ରହିବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ । ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ ।

ରୋହିଣୀ- ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢିବ।

ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । ଅନ୍ୟର ସାହାଯ୍ୟରେ ଅଟକି ରହିଥିବା କାମକୁ ସଂପୂର୍ଣ୍ଣ କରିବେ ।

ପ୍ରତିକାର – ନାଲି ରଙ୍ଗର ଗାଈକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :