• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ୪ର୍ଥୀ ପ୍ରାତଃ ୦୭.୫୨ ଗତେ ୫ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Wednesday 10 Jul 2024

ପୂ,ଭାଦ୍ରପଦ- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କୈାଣସି ମହତ୍ୱ ପୂର୍ଣ୍ଣ ଦାୟିତ୍ୱ ସମ୍ପର୍ଣ୍ଣ କରି ପାରନ୍ତି ।

ଉ,ଭାଦ୍ରପଦ- ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । ସାମାଜିକ କ୍ଷେତ୍ରରେ ଯଶ ବଢିବ ।

ରେବତୀ- ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ । ପରିଶ୍ରମ କରିଲେ ବଳକା କାମ ପୂରା ହେବ । କୋର୍ଟ କଚେରୀ ମାମଲାଠୁ ଦୂରରେ ରୁହନ୍ତୁ ।

ପ୍ରତିକାର – ବିଷ୍ଣୁଙ୍କ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :