• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ୪ର୍ଥୀ ପ୍ରାତଃ ୦୭.୫୨ ଗତେ ୫ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Wednesday 10 Jul 2024

ମୃଗଶିରା- ପ୍ରେମରେ ସଫଳତା ମିଳିବ । ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ଧାରଣା ପୋଷଣ କରିପାରେ।

ଆଦ୍ରା- ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରି କଳ୍ପନାରାଇଜରେ ଘୂରି ବୁଲିପାରନ୍ତି। କଠୋର ବାକ୍ୟାଳାପ କାରଣରୁ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ବନ୍ଧୁଙ୍କୁ ଆପ୍ୟାୟିତ କରିବା ସକାଶେ ବିଭିନ୍ନ ପ୍ରକାରର ମନଗଢ଼ା କଥା କହିପାରନ୍ତି।

ପୁନର୍ବସୁ- ଜଗି ରଖି ଟଙ୍କା ଖର୍ଚ୍ଚ କରିବା ପାଇଁ ପଡିବ । ଋଣ କରନ୍ତୁ ନାହିଁ ନଚେତ୍ ଆପଣଙ୍କୁ ଆର୍ଥିକ ସମସ୍ୟାର ସାମ୍ନା କରିବାକୁ ପଡିବ । ସଫଳତା ପାଇବା ପାଇଁ ଆପଣଙ୍କୁ କଠିନ ପରିଶ୍ରମ କରିବା ପାଇଁ ପଡିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :