• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ୪ର୍ଥୀ ପ୍ରାତଃ ୦୭.୫୨ ଗତେ ୫ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Wednesday 10 Jul 2024

ଉ,ଫଳଗୁନି- ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଯେତେ ଚେଷ୍ଟା କରିଲେ ମଧ୍ୟ ପରିଶ୍ରମ ମୁତାବକ କମ୍ ଫଳ ପାଇବେ ।

ହସ୍ତା- ବିଦ୍ୟାର୍ଥୀମାନେ ଗୁରୁଜନମାନଙ୍କ ଆଜ୍ଞା ପାଳନ କରିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାନିଂ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ

ଚିତ୍ରା- ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । ଛାତ୍ର ଛାତ୍ରୀ ମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :