• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th July 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ରୋଜଗାରରେ ନୂତନ ସୁଯୋଗ ସୃଷ୍ଟି ହେବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୦ ତାରିଖ ବୁଧବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ୪ର୍ଥୀ ପ୍ରାତଃ ୦୭.୫୨ ଗତେ ୫ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର, ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Wednesday 10 Jul 2024

ବିଶାଖା- ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଜୀବନରେ କିଛି ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ ।

ଅନୁରାଧା- ଦାମ୍ପତ୍ୟ ଜୀବନରେ ସୈାହାର୍ଦ୍ଦ୍ୟ ବଢିପାରେ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ଓ ସହଯୋଗ ମିଳିବ।

ଜ୍ୟେଷ୍ଠା- ବଳିଷ୍ଠଙ୍କ ସହିତ କଥା ହେବା ବେଳେ ସଂଯମ ରଖନ୍ତୁ । ପୈତୃକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତୀୟ ବ୍ୟକ୍ତି ଲାଭବାନ୍ ହେବ । ଆପଣଙ୍କ କାମରେ ଅନ୍ୟମାନଙ୍କୁ ଖୁସି କରିପାରିବ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :