• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ୭ମୀ ଦିବା ୦୨.୦୨ ଗତେ ୮ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୨ ଗତେ ୧ ପାଦ

Taurus

ବୃଷ

Saturday 10 Jun 2023

କୃତିକା- ଶୃଙ୍ଖଳିତ କର୍ମ , ସନ୍ତୁଳିତ ଖାଦ୍ୟ .ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଆପଣଙ୍କ କମ୍ପାନୀକୁ ଉପଯୁକ୍ତ ଉପାୟରେ ପରିଚାଳନା କରିବେ । ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ

ରୋହିଣୀ- ଦାମ୍ପତ୍ୟ ଜୀବନରେ ସୁନ୍ଦର ମୁହୂର୍ତ୍ତଗୁଡ଼ିକ ଅନୁଭବ କରିବାକୁ ଅଧିକ ସୁଯୋଗ ଆସିବ । ପୈତୃକ ସମ୍ପତିକୁ ନେଇ ପାରିବାରକ ଦ୍ୱନ୍ଦ ମେଣ୍ଟିଯିବ । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ ।

ମୃଗଶିରା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଅନ୍ୟ ମାନଙ୍କ କଥା ଶୁଣନ୍ତୁ , ହେଲେ ନିଜ ବିବେକ ଅନୁସାରେ କାମ କରନ୍ତୁ । ନୂଆ ପ୍ରସ୍ତାବ ଉପରେ ବିଚାର କରିବେ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :