• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ୭ମୀ ଦିବା ୦୨.୦୨ ଗତେ ୮ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୨ ଗତେ ୧ ପାଦ

Pisces

ମୀନ

Saturday 10 Jun 2023

ପୂ, ଭାଦ୍ରପଦ- ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଆର୍ଥିକ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବେ । ଦମ୍ପତି ମାନଙ୍କର ସନ୍ତାନ ଲାଭର ଯୋଗ ରହିଛି ।

ଉ, ଭାଦ୍ରପଦ- ବିବାହିତ ଜୀବନରେ କୌଣସି ପ୍ରକାରର ସମସ୍ୟା ହେବାର ସମ୍ଭାବନା କମ୍ ରହିବ । କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।

ରେବତୀ- ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ । ଆମୋଦ,ପ୍ରମୋଦ, କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ ।

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :