• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ୭ମୀ ଦିବା ୦୨.୦୨ ଗତେ ୮ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୨ ଗତେ ୧ ପାଦ

Cancer

କର୍କଟ

Saturday 10 Jun 2023

ପୁନର୍ବସୁ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର୍ଯ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ

ପୁଷ୍ୟା- ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ ।

ଅଶ୍ଳେଷା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ ।

ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :