• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ୭ମୀ ଦିବା ୦୨.୦୨ ଗତେ ୮ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୨ ଗତେ ୧ ପାଦ

Virgo

କନ୍ୟା

Saturday 10 Jun 2023

ଉ- ଫାଲ୍‌ଗୁନୀ- ଆଖିରେ ଯନ୍ତ୍ରଣା ଅନୁଭବ କରିବେ । ଯେକୌଣସି ବହୁରାଷ୍ଟ୍ରୀୟ କମ୍ପାନୀ ସହିତ ମିଳିତ ଭାବରେ କାର‌୍ୟ୍ୟ କରିପାରିବେ । ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ

ହସ୍ତା- ଆପଣ ଧନ ସଂଗ୍ରହ କରିବାରେ ସକ୍ଷମ ହେବେ । ଶିକ୍ଷାରେ ଭଲ ଫଳାଫଳ ପାଇବାକୁ ସକ୍ଷମ ହେବେ । ଆପଣ ନିଜ କଥାରେ ଲୋକଙ୍କ ମନ ଜିତି ପାରିବେ ।

ଚିତ୍ରା- ଅର୍ଜିତ ଧନ ଓ ମାନ ହାନି ଘଟିପାରେ । ଦୈବୀ ଆଶ୍ରୀବାଦରୁ ସମସ୍ୟା ଗୁଡିକ ସେତେ ଗୁରୁତ୍ୱର ହେବ ନାହିଁ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :