• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ୭ମୀ ଦିବା ୦୨.୦୨ ଗତେ ୮ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୨ ଗତେ ୧ ପାଦ

Libra

ତୁଳା

Saturday 10 Jun 2023

ଚିତ୍ରା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । କୌଣସି ବଡ଼ ନିଷ୍ପତ୍ତି ନେବାରୁ ଦୂରେଇ ରହିବା ଉଚିତ । ପରିବାରରେ ବୁଝାମଣା ସହିତ ସବୁ ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ

ସ୍ୱାତୀ- ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ । ଅଧ୍ୟୟନ ପାଇଁ ବିଦେଶ ଯିବାର ସ୍ୱପ୍ନ ସାକାର ହୋଇପାରେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ

ବିଶାଖା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଦିନଟି ଆପଣଙ୍କ ଉଦାର ଲାଗି ପ୍ରସନ୍ନତା ନେଇ ଆସିଛି । ଦେବ ଦର୍ଶନ ଏବଂ କୁଟୁମ୍ଭ ସୈଖ୍ୟ ଲାଭ କରିବେ

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :