• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ୭ମୀ ଦିବା ୦୨.୦୨ ଗତେ ୮ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୨ ଗତେ ୧ ପାଦ

Scorpio

ବିଛା

Saturday 10 Jun 2023

ବିଶାଖା- ପେଟ ସମ୍ବନ୍ଧୀୟ କୌଣସି ରୋଗ ଆପଣଙ୍କୁ ଅସୁବିଧାରେ ପକାଇପାରେ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ପାରିବାରିକ ଜୀବନରେ କିଛି ଭଲ ଖବର ଶୁଣିବାକୁ ପାଇବେ ।

ଅନୁରାଧା- ବିବାହିତ ଜୀବନ ବିଷୟରେ ଅଧିକ ଚିନ୍ତା କରିବାର ଆବଶ୍ୟକତା ନାହିଁ । ପରିବାର ସଦସ୍ୟଙ୍କ ପାରସ୍ପରିକ ସହମତି ସହିତ ଆପଣ ଏକ ଭଲ ଯାନ କିଣି ପାରିବେ । ଆପଣଙ୍କର ଅଧ୍ୟୟନରେ ବାଧା ଆସିପାରେ ।

ଜ୍ୟୋଷ୍ଠା- ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।

ପ୍ରତିକାର – ମାଆ ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :