• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ୭ମୀ ଦିବା ୦୨.୦୨ ଗତେ ୮ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୨ ଗତେ ୧ ପାଦ

Sagittarius

ଧନୁ

Saturday 10 Jun 2023

ମୂଳା- ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । କିଛି କାର‌୍ୟ୍ୟ କଳାପ ଆପଣଙ୍କର ସରକାରଙ୍କ ବିରୋଧରେ ଯାଇପାରେ । ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ 

ପୂ, ଷାଢା- ପଇସାପତ୍ରକୁ ନେଇ ଅନର୍ଥ ସୃଷ୍ଟି ହୋଇପାରେ । ଏକାଡେମିକ୍ କାର‌୍ୟ୍ୟ ଉପରେ ଧ୍ୟାନ ରଖିବା ଉଚିତ୍ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ ।

ଉ, ଷାଢା- ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ଋାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।

ପ୍ରତିକାର – ଶନି ଦେବଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :