• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ୭ମୀ ଦିବା ୦୨.୦୨ ଗତେ ୮ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୨ ଗତେ ୧ ପାଦ

Capricorn

ମକର

Saturday 10 Jun 2023

ଉ, ଷାଢା- ମାନଙ୍କ ସ୍ୱାସ୍ଥ୍ୟ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି କରିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । କର୍ଯ୍ୟରେ ସଫଳତା ହାସଲ କରିପାରିବେ

ଶ୍ରବଣା- ପ୍ରେମିକ ପ୍ରେମିକା ମାନେ ମନ ଭିତରେ ଥିବା ସନ୍ଦେହକୁ ଦୂରେଇ ଦେଇ ନିକଟତର ହେବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି

ଧନିଷ୍ଠା- ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଧାର୍ମିକ କର୍ଯ୍ୟରେ ରୁଚି ବଢିବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ମାଲିମକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :