Daily Horoscope 10th June 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୦ ତାରିଖ ଶନିବାର । ଚନ୍ଦ୍ର – କୁମ୍ଭ ଅହୋରାତ୍ର,ତିଥି – ୭ମୀ ଦିବା ୦୨.୦୨ ଗତେ ୮ମୀ,ଘାତ ଚନ୍ଦ୍ର – ମିଥୁନ, ମୀନ ଅହୋରାତ୍ର,ଘାତ ବାର – ବୃଷ, ସିଂହ ଓ କନ୍ୟା,ପୁଷ୍କର ଦୋଷ – ୨ପାଦ- କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ଦିବା ୦୨.୦୨ ଗତେ ୧ ପାଦ

Aries

ମେଷ

Saturday 10 Jun 2023

ଅଶ୍ୱନୀ- ମାନସିକ ଚାପରୁ ଦୂରେଇ ରୁହନ୍ତୁ । ବସ୍ତ୍ର, ବ୍ୟବସାୟ, ଖାଦ୍ୟ ପ୍ରଦାନ ବ୍ୟବସାୟ ଘର ସାଜସଜ୍ଜାକୁ ନେଇ ବ୍ୟବସାୟରେ ଲାଭବାନ ହେବେ । କୌଣସି ଛୋଟ ସମସ୍ୟା କିମ୍ବା ବିବାଦ ମଧ୍ୟ ହ୍ରାସ ପାଇବ

ଦ୍ୱିଜା- ପରିବାରକୁ ଖୁସି କରିବା ପାଇଁ ବହୁତ ପରିଶ୍ରମ କରିବେ । ଋଣ ନେଇ କିମ୍ବା ଅନ୍ୟ କୌଣସି ଉପାୟରେ ଆପଣଙ୍କର କାର‌୍ୟ୍ୟ ସମାପ୍ତ କରିବାରେ ଅସୁବିଧା ହୋଇପାରେ । ନିଜର କ୍ୟାରିୟର ବିକାଶ ପାଇଁ ସମସ୍ତ ପ୍ରୟାସ କରିବେ

କୃତିକା- ନୂତନ ଜମି କ୍ରୟ କରିବାର ସୁଯୋଗ ଆସିବ । ରାଜନିତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ନୂତନ ଭାବେ ଆରମ୍ଭ କରୁଥିବା କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ

ପ୍ରତିକାର – ହନୁମାନଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :