• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 10th June 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂଆ ଜାନବାହାନ କିଣିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୦ ସୋମବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୪ର୍ଥୀ ଦିବା ୦୪.୧୫ ଗତେ ୫ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମିଥୁନ ରାଶିର ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Monday 10 Jun 2024

ଅଶ୍ୱନୀ- ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସାମାଜିକ ସହଯୋଗ ଲାଭ କରିବେ ।

ଦ୍ୱିଜା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସି୍ଥର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ

କୃତିକା- ପିତୃ ପୁରୁଷ ସମ୍ପତିରୁ ଭାଗ ପାଇ ପାରନ୍ତି । ଓକିଲ ମାନଙ୍କ ପାଇଁ ଦିନଟି ଫଳପ୍ରଦ ରହିପାରେ । ନୂଆ କିଛି କରିବାର ଆଶା ଦେଖାଦେବ ।

ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :